Online Bible

- Reklamy -




ବିଚାରକର୍ତ୍ତା 7:20 - ପବିତ୍ର ବାଇବଲ

20 ଏହା ପରେ ତିନି ଗୋଟି ଦଳର ସମସ୍ତ ସୈନିକମାନେ ସେମାନଙ୍କର ତୂରୀ ବଜାଇଲେ ଓ ସମସ୍ତ ଜାର ଭାଙ୍ଗି ପକାଇଲେ। ଏବଂ ସେହି ଲୋକମାନେ ସେମାନଙ୍କର ବାମ ହସ୍ତରେ ମଶାଲ ଓ ଦକ୍ଷିଣ ହସ୍ତରେ ସେମାନଙ୍କର ତୂରୀଗୁଡ଼ିକ ଧରିଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ, “ସଦାପ୍ରଭୁଙ୍କ ପାଇଁ ‌‌ଖ‌ଡ଼୍‌ଗଟିଏ ଏବଂ ଗିଦିୟୋନ ପାଇଁ ‌‌ଖ‌ଡ଼୍‌ଗଟିଏ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ଼୍‍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।

Viz kapitola kopírovat

ଓଡିଆ ବାଇବେଲ

20 ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳସ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, “ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।”

Viz kapitola kopírovat




ବିଚାରକର୍ତ୍ତା 7:20

Následuj nás:

Reklamy


Reklamy