ବିଚାରକର୍ତ୍ତା 7:21 - ପବିତ୍ର ବାଇବଲ21 ଗିଦିୟୋନର ସୈନ୍ୟମାନେ ଛାଉଣିର ଚତୁର୍ପାର୍ଶ୍ୱରେ ନିଜ ନିଜ ସ୍ଥାନରେ ଛିଡ଼ା ହେଲେ। ମିଦିୟନୀୟମାନେ ଆକସ୍ମିକ ବିପଦରେ ପଡ଼ିଲେ ଏବଂ ସେମାନଙ୍କର ଜୀବନ ବଞ୍ଚାଇବା ପାଇଁ ଦୌଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ଵନି କରି ସେମାନଙ୍କୁ ପଳାୟନ କରାଇଲେ। Viz kapitolaଓଡିଆ ବାଇବେଲ21 ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ। Viz kapitola |