Online Bible

- Reklamy -




ବିଚାରକର୍ତ୍ତା 7:25 - ପବିତ୍ର ବାଇବଲ

25 ଇଫ୍ରୟିମର ଲୋକମାନେ ମିଦିୟନର ଦୁଇ ନେତୃବର୍ଗଙ୍କୁ ଅକ୍ତିଆର କଲେ। ସେମାନେ ସେବ୍ ଓ ଓରେବ୍ ଥିଲେ। ଇଫ୍ରୟିମ ଲୋକମାନେ ଓରେବଙ୍କୁ, ଓରେବ୍-ଶୈଳ ନିକଟରେ ହତ୍ୟା କଲେ। ସେମାନେ ସେବକୁ ସେବର ଦ୍ରାକ୍ଷାକୁଣ୍ଡ ନିକଟରେ ହତ୍ୟା କଲେ। ସେମାନେ ମିଦିୟନୀୟକୁ ନିରନ୍ତର ଘଉଡ଼ାଇବାକୁ ଲାଗିଲେ ଏବଂ ସେ ଓରେବ୍ ଓ ସେବର ମସ୍ତକକୁ ଗିଦିୟୋନ ନିକଟକୁ ଆଣିଲେ। ସେହି ସମୟରେ ଗିଦିୟୋନ ଯର୍ଦ୍ଦନ ନଦୀର ଆର ପାରିରେ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏଥିରେ ସେମାନେ ଓରେବ୍ ଓ ସେବ୍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍କୁ ଓରେବ୍-ଶୈଳ ନିକଟରେ ବଧ କଲେ, ଆଉ ସେବ୍କୁ ସେମାନେ ସେବ୍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍ ଓ ସେବ୍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍ଙ୍କ ନିକଟକୁ ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

25 ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।

Viz kapitola kopírovat




ବିଚାରକର୍ତ୍ତା 7:25

Následuj nás:

Reklamy


Reklamy