ବିଚାରକର୍ତ୍ତା 7:3 - ପବିତ୍ର ବାଇବଲ3 ତେଣୁ ସେମାନଙ୍କ ପାଇଁ ଏକ ଘୋଷଣା କର, ସେମାନଙ୍କୁ କୁହ, ‘ଯେଉଁ ଲୋକମାନେ ଯୁଦ୍ଧକୁ ଭୟ କରୁଛନ୍ତି, ସେମାନେ ଗିଲିୟଦ ପାହାଡ଼ ଛାଡ଼ି ସ୍ୱଗୃହକୁ ଫେରିଯିବା ଉଚିତ୍।’” ପାଖାପାଖି 22,000 ଲୋକ ଗିଲିୟଦ ଛାଡ଼ି ଗ୍ଭଲିଗଲେ। କିନ୍ତୁ ସେଠାରେ 10,000 ସୈନ୍ୟ ରହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଣୁ ଏବେ ଏହା କର, ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ। Viz kapitolaଓଡିଆ ବାଇବେଲ3 ଏଣୁ ଏବେ ଏହା କର, ଯେ କେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ। Viz kapitola |