ବିଚାରକର୍ତ୍ତା 7:6 - ପବିତ୍ର ବାଇବଲ6 ଏଥିରେ 300 ଲୋକ ନିଜ ନିଜ ହାତରେ ମୁହଁରେ ହାତ ଦେଇ କୁକୁରପରି ଗ୍ଭକୁ ଗ୍ଭକୁ କରି ଜଳପାନ କଲେ। ଏବଂ ଅନ୍ୟ ସମସ୍ତ ଲୋକ ଜଳ ପାନକରିବା ପାଇଁ ଆଣ୍ଠୁମାଡ଼ି ନଇଁ ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ। Viz kapitolaଓଡିଆ ବାଇବେଲ6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳ ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ। Viz kapitola |