Online Bible

- Reklamy -




ବିଚାରକର୍ତ୍ତା 7:7 - ପବିତ୍ର ବାଇବଲ

7 ସଦାପ୍ରଭୁ ଗିଦିୟୋନଙ୍କୁ କହିଲେ, “ମୁଁ ଏହି 300 ଲୋକଙ୍କୁ ବ୍ୟବହାର କରିବି ଯେଉଁମାନେ କୁକୁର ପରି ଗ୍ଭକୁ ଗ୍ଭକୁ କରି ଜଳପାନ କଲେ, ମୁଁ ସେମାନଙ୍କ ଦ୍ୱାରା ତୁମ୍ଭକୁ ସାହାଯ୍ୟ କରିବି ଓ ମିଦିୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ପରାସ୍ତ କରାଇବି। ଅବଶିଷ୍ଟ ଲୋକମାନଙ୍କୁ ସେମାନଙ୍କ ସ୍ୱଗୃହକୁ ଫେରାଇ ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ଵାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

7 ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲିଯାଆନ୍ତୁ।”

Viz kapitola kopírovat




ବିଚାରକର୍ତ୍ତା 7:7

Následuj nás:

Reklamy


Reklamy