Online Bible

- Reklamy -




ବିଚାରକର୍ତ୍ତା 7:9 - ପବିତ୍ର ବାଇବଲ

9 ରାତ୍ରି ସମୟରେ ସଦାପ୍ରଭୁ ଗିଦିୟୋନଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ। ସେମାନଙ୍କୁ ପରାସ୍ତ କରିବାରେ ମୁଁ ତୁମ୍ଭମାନଙ୍କୁ ଅନୁମତି ଦେବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକି ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।

Viz kapitola kopírovat

ଓଡିଆ ବାଇବେଲ

9 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।

Viz kapitola kopírovat




ବିଚାରକର୍ତ୍ତା 7:9

Následuj nás:

Reklamy


Reklamy