ବିଚାରକର୍ତ୍ତା 8:12 - ପବିତ୍ର ବାଇବଲ12 ସେବହ ଓ ସଲମୁନ୍ନ ମିଦିୟନୀୟମାନଙ୍କର ରାଜା ଦୌଡ଼ି ପଳାଇଲେ। କିନ୍ତୁ ଗିଦିୟୋନ ସେମାନଙ୍କୁ ଗୋଡ଼ଇଲେ ଓ ସେମାନଙ୍କୁ କାବୁ କଲେ। ଗିଦିୟୋନ ଏବଂ ତାଙ୍କର ସୈନ୍ୟମାନେ ଶତ୍ରୁ ସୈନ୍ୟବାହିନୀକୁ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ। Viz kapitolaଓଡିଆ ବାଇବେଲ12 ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ। Viz kapitola |