ବିଚାରକର୍ତ୍ତା 8:15 - ପବିତ୍ର ବାଇବଲ15 ଏହା ପରେ ଗିଦିୟୋନ ସୁକ୍କୋତ ସହରକୁ ଫେରି ଆସିଲେ। ସେ ସେହି ସହରର ଲୋକମାନଙ୍କୁ କହିଲେ, “ଏହିଠାରେ ସେବହ ଓ ସଲମୁନ୍ନ ଅଛନ୍ତି। ତୁମ୍ଭେମାନେ ଏହାକହି ମୋତେ ବିଦ୍ରୂପ କଲ, ‘ଆମ୍ଭେ କାହିଁକି ତୁମ୍ଭ କ୍ଳାନ୍ତ ସୈନିକମାନଙ୍କୁ ଖାଦ୍ୟ ଦେବୁ? ତୁମ୍ଭେମାନେ ଏପର୍ଯ୍ୟନ୍ତ ସେବହ ଓ ସଲମୁନ୍ନକୁ ଧରି ନାହଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲ୍ମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ସେବହ ଓ ସଲ୍ମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳା; ଲୋକମାନଙ୍କୁ ରୋଟୀ ଦେବୁ? Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, “ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’” Viz kapitola |