Online Bible

- Reklamy -




ବିଚାରକର୍ତ୍ତା 8:16 - ପବିତ୍ର ବାଇବଲ

16 ଗିଦିୟୋନ ସୁକ୍‌କୋତର ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଏକତ୍ରିତ କଲେ ଓ ସେମାନଙ୍କୁ କାନକୋଳି କଣ୍ଟାରେ ବାଡ଼େଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ଵାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।

Viz kapitola kopírovat

ଓଡିଆ ବାଇବେଲ

16 ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍‍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।

Viz kapitola kopírovat




ବିଚାରକର୍ତ୍ତା 8:16

Následuj nás:

Reklamy


Reklamy