ବିଚାରକର୍ତ୍ତା 8:19 - ପବିତ୍ର ବାଇବଲ19 ଗିଦିୟୋନ କହିଲେ, “ସେମାନେ ମୋର ଭାଇ ଥିଲେ। ମୋର ମା’ର ପୁତ୍ର! ଯେହେତୁ ସଦାପ୍ରଭୁ ଅଛନ୍ତି, ଯଦି ତୁମ୍ଭେ ସେମାନଙ୍କୁ ମାରି ନ ଥା’ନ୍ତ ତେବେ ମୁଁ ତୁମ୍ଭକୁ ବର୍ତ୍ତମାନ ମାରି ନ ଥା’ନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ, ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ। Viz kapitolaଓଡିଆ ବାଇବେଲ19 ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋ’ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାଆନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ସେ କହିଲେ, “ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।” Viz kapitola |