ବିଚାରକର୍ତ୍ତା 8:20 - ପବିତ୍ର ବାଇବଲ20 ଏହା ପରେ ଗିଦିୟୋନ ଯେଥରକୁ କହିଲେ, ଯେ କି ତାଙ୍କର ଜ୍ୟେଷ୍ଠ ପୁତ୍ର ଥିଲା, “ଏହି ରାଜାମାନଙ୍କୁ ହତ୍ୟାକର।” କିନ୍ତୁ ଯେଥର ଜଣେ ବାଳକ ଥିବାରୁ ଭୟ କଲେ। ତେଣୁ ସେ ତାଙ୍କର ଖଡ଼୍ଗ ବାହାର କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ଼୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା। Viz kapitolaଓଡିଆ ବାଇବେଲ20 ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, “ଉଠ, ସେମାନଙ୍କୁ ବଧ କର,” ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା। Viz kapitola |