Online Bible

- Reklamy -




ବିଚାରକର୍ତ୍ତା 8:21 - ପବିତ୍ର ବାଇବଲ

21 ଏହା ପରେ ସେବହ ଓ ସ‌ଲ୍‌ମୁନ୍ନ କହିଲେ, “ଆସ ଓ ତୁମ୍ଭେ ନିଜେ ଆମ୍ଭଙ୍କୁ ହତ୍ୟା କର। ତୁମ୍ଭେ ଜଣେ ଶକ୍ତିଶାଳୀ ମନୁଷ୍ୟ। ତୁମ୍ଭେ ଏହା କରି ପାରିବ।” ତେଣୁ ଗିଦିୟୋନ ଉଠି ପଡ଼ିଲେ ଓ ସେମାନଙ୍କୁ ହତ୍ୟା କଲେ। ସେମାନଙ୍କ ଓଟମାନଙ୍କ ଗଳାରେ ଥିବା ସମସ୍ତ ଚନ୍ଦ୍ରହାର ସେ କାଢ଼ି ନେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ସେବହ ଓ ସଲ୍ମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ଵ। ଏ ଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲ୍ମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।

Viz kapitola kopírovat

ଓଡିଆ ବାଇବେଲ

21 ତହିଁରେ ସେବହ ଓ ସଲମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ। ଏ ଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।

Viz kapitola kopírovat




ବିଚାରକର୍ତ୍ତା 8:21

Následuj nás:

Reklamy


Reklamy