ବିଚାରକର୍ତ୍ତା 8:28 - ପବିତ୍ର ବାଇବଲ28 ଇସ୍ରାଏଲ ଅଧୀନରେ ରହିବା ପାଇଁ, ମିଦିୟନର ଲୋକମାନେ ବାଧ୍ୟ କରାଗଲେ। ସେମାନେ ଆଉ କିଛି ଅସୁବିଧାରେ ପଡ଼ିଲେ ନାହିଁ। ତେଣୁ ଗିଦିୟୋନ ବଞ୍ଚିଥିବା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ଦେଶ ଶାନ୍ତିରେ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏହିରୂପେ ମିଦୀୟନ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା। Viz kapitolaଓଡିଆ ବାଇବେଲ28 ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା। Viz kapitola |