Online Bible

- Reklamy -




ବିଚାରକର୍ତ୍ତା 8:30 - ପବିତ୍ର ବାଇବଲ

30 ଗିଦିୟୋନଙ୍କର ନିଜର ସତୁରିଜଣ ସନ୍ତାନ ଥିଲେ। ତାଙ୍କର ବହୁତ ସନ୍ତାନ ଥିଲେ କାରଣ ତାଙ୍କର ବହୁତ ପତ୍ନୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସେହି ଗିଦିୟୋନ୍ର ଔରସଜାତ ତିନି କୋଡ଼ି ଦଶ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।

Viz kapitola kopírovat

ଓଡିଆ ବାଇବେଲ

30 ସେହି ଗିଦିୟୋନ୍‍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେହି ଗିଦିୟୋନ୍‍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।

Viz kapitola kopírovat




ବିଚାରକର୍ତ୍ତା 8:30

Následuj nás:

Reklamy


Reklamy