Online Bible

- Reklamy -




ବିଚାରକର୍ତ୍ତା 8:33 - ପବିତ୍ର ବାଇବଲ

33 ଗିଦିୟୋନଙ୍କର ମୃତ୍ୟୁ ପରେ ଇସ୍ରାଏଲର ଲୋକମାନେ ଆଉ ସଦାପ୍ରଭୁଙ୍କର ବିଶ୍ୱସ୍ତ ରହିଲେ ନାହିଁ। ସେମାନେ ‌ବା‌ଲ୍‌ଦେବାଦେବୀଙ୍କର ଅନୁଗାମୀ ହେଲେ। ସେମାନେ ସେମାନଙ୍କର ଦେବତା ବାଲ୍ ବାରିକ୍ ନିର୍ମାଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଅନନ୍ତର ଗିଦିୟୋନ୍ ମଲା କ୍ଷଣେ ଇସ୍ରାଏଲ-ସନ୍ତାନମାନେ ଫେରି ବାଲ୍-ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ପରମେଶ୍ଵର କରି ମାନିଲେ,।

Viz kapitola kopírovat

ଓଡିଆ ବାଇବେଲ

33 ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍-ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏଥିଉତ୍ତାରେ ଗିଦିୟୋନ୍‍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍‍ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍‍-ବରୀତକୁ ଆପଣାମାନଙ୍କର ଦେବତା ମାନିଲେ।

Viz kapitola kopírovat




ବିଚାରକର୍ତ୍ତା 8:33

Následuj nás:

Reklamy


Reklamy