ବିଚାରକର୍ତ୍ତା 8:9 - ପବିତ୍ର ବାଇବଲ9 ତେଣୁ ଗିଦିୟୋନ ପନୂୟେଲର ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ, ତୁମ୍ଭର ଉଚ୍ଚ ପ୍ରାସାଦ ଭାଙ୍ଗିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି। Viz kapitolaଓଡିଆ ବାଇବେଲ9 ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, “ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି।” Viz kapitola |