Online Bible

- Reklamy -




ବିଚାରକର୍ତ୍ତା 9:11 - ପବିତ୍ର ବାଇବଲ

11 “କିନ୍ତୁ ଡିମ୍ବିରି ବୃକ୍ଷ ଉତ୍ତର ଦେଲା, ‘କେବଳ ଅନ୍ୟ ବୃକ୍ଷମାନଙ୍କ ଉପରେ ଶାସନ କରିବାକୁ, ମୁଁ ମୋର ଉତ୍ତମ ସ୍ୱାଦିଷ୍ଟ ଫଳ ଉତ୍ପନ୍ନ କରିବା ବନ୍ଦ କରି ଦେବି କି?’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ଡିମିରି ବୃକ୍ଷ ସେମାନଙ୍କୁ କହିଲା, ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?

Viz kapitola kopírovat

ଓଡିଆ ବାଇବେଲ

11 ମାତ୍ର ଡିମ୍ବିରି ବୃକ୍ଷ ସେମାନଙ୍କୁ କହିଲା, ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ଡିମ୍ବିରିବୃକ୍ଷ ସେମାନଙ୍କୁ କହିଲା, ‘ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’

Viz kapitola kopírovat




ବିଚାରକର୍ତ୍ତା 9:11

Následuj nás:

Reklamy


Reklamy