Online Bible

- Reklamy -




ବିଚାରକର୍ତ୍ତା 9:13 - ପବିତ୍ର ବାଇବଲ

13 “କିନ୍ତୁ ଦ୍ରାକ୍ଷାଲତା ସେମାନଙ୍କୁ ଉତ୍ତରରେ କହିଲା, ‘କେବଳ ତୁମ୍ଭମାନଙ୍କ ଉପରେ ଶାସନ କରିବାକୁ ମୁଁ ଦ୍ରାକ୍ଷାରସ ଉତ୍ପନ୍ନ କରିବା ବନ୍ଦ କରି ଦେବି କି?, ଯେଉଁଗୁଡ଼ିକ ଦେବତାଗଣଙ୍କୁ ଓ ଲୋକମାନଙ୍କୁ ଖୁସୀ କରେ?’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ଵରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?

Viz kapitola kopírovat




ବିଚାରକର୍ତ୍ତା 9:13

Následuj nás:

Reklamy


Reklamy