Online Bible

- Reklamy -




ବିଚାରକର୍ତ୍ତା 9:15 - ପବିତ୍ର ବାଇବଲ

15 “କିନ୍ତୁ କଣ୍ଟକ ବୃକ୍ଷ ସେମାନଙ୍କୁ କହିଲା, ‘ବାସ୍ତବରେ ତୁମ୍ଭେମାନେ ଯଦି ମୋତେ ତୁମ୍ଭମାନଙ୍କର ଶାସକ ହେବା ପାଇଁ ଗ୍ଭହୁଁଛ, ତେବେ ଆସ ମୋର ଛାଇରେ ବିଶ୍ରାମ ନିଅ। ନଚେତ୍ କଣ୍ଟକ ଲତାରୁ ଅଗ୍ନି ବାହାରି ଲିବାନୋ‌ନ୍‌ର ଏରସ ବୃକ୍ଷଗୁଡ଼ିକୁ ଗ୍ରାସ କରୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ନିତା; ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।

Viz kapitola kopírovat

ଓଡିଆ ବାଇବେଲ

15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ କଣ୍ଟକଲତା ବୃକ୍ଷମାନଙ୍କୁ କହିଲା, ‘ଯେବେ ତୁମ୍ଭେମାନେ ମୋତେ ତୁମ୍ଭମାନଙ୍କ ଉପରେ ସତ୍ୟରେ ରାଜା କରିବାକୁ ଅଭିଷେକ କର, ତେବେ ଆସି ମୋର ଛାୟାରେ ଆଶ୍ରୟ ନିଅ; ନୋହିଲେ କଣ୍ଟକଲତାରୁ ଅଗ୍ନି ବାହାରି ଲିବାନୋନର ଏରସ ବୃକ୍ଷମାନଙ୍କୁ ଗ୍ରାସ କରୁ।’

Viz kapitola kopírovat




ବିଚାରକର୍ତ୍ତା 9:15

Následuj nás:

Reklamy


Reklamy