Online Bible

- Reklamy -




ବିଚାରକର୍ତ୍ତା 9:19 - ପବିତ୍ର ବାଇବଲ

19 ତେଣୁ ଯଦି ତୁମ୍ଭେ ଆଜି ଯିରୁବ୍ବାଲ୍ ଓ ତାହାର ପରିବାର ଉପରେ ସତ୍ୟ ଓ ସରଳ ବ୍ୟବହାର କରିଅଛ, ତେବେ ଅବୀମେଲକକୁ ନେଇ ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ନେଇ ଆନନ୍ଦ କରୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।

Viz kapitola kopírovat

ଓଡିଆ ବାଇବେଲ

19 ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍‍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍‍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହେତୁ ଯେବେ ଆଜି ତୁମ୍ଭେମାନେ ଯିରୁବ୍ବାଲ୍‍ ଓ ତାଙ୍କର ବଂଶ ସଙ୍ଗେ ସତ୍ୟ ଓ ସରଳ ବ୍ୟବହାର କରିଥାଅ, ତେବେ ଅବୀମେଲକ୍‍କୁ ଘେନି ଆନନ୍ଦ କର ଓ ସେ ମଧ୍ୟ ତୁମ୍ଭମାନଙ୍କୁ ଘେନି ଆନନ୍ଦ କରୁ।

Viz kapitola kopírovat




ବିଚାରକର୍ତ୍ତା 9:19

Následuj nás:

Reklamy


Reklamy