ବିଚାରକର୍ତ୍ତା 9:20 - ପବିତ୍ର ବାଇବଲ20 କିନ୍ତୁ ଯଦି ତୁମ୍ଭେମାନେ ଏହା କରି ନାହଁ, ତେବେ ଅବୀମେଲକଠାରୁ ଅଗ୍ନି ବାହାରି ଶିଖିମ ନେତୃବର୍ଗଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଓ ମିଲ୍ଲୋ ଗୃହକୁ ଦଗ୍ଧ କରୁ। ପୁଣି ଶିଖିମ୍ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକକୁ ଗ୍ରାସ କରୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ। Viz kapitolaଓଡିଆ ବାଇବେଲ20 ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍କୁ ଗ୍ରାସ କରୁ।” Viz kapitola |