ବିଚାରକର୍ତ୍ତା 9:21 - ପବିତ୍ର ବାଇବଲ21 ଏହା ପରେ ଯୋଥମ୍ ବେର ନାମକ ସହରକୁ ଶୀଘ୍ର ପଳାଇଲା। ଯୋଥମ୍ ସେଠାରେ ରହିଲା କାରଣ ସେ ଅବୀମେଲକକୁ ଭୟ କରୁ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏ ଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା। Viz kapitolaଓଡିଆ ବାଇବେଲ21 ଏ ଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା। Viz kapitola |