ବିଚାରକର୍ତ୍ତା 9:23 - ପବିତ୍ର ବାଇବଲ23 ଅବୀମେଲକ୍ ଯିରୁବ୍ବାଲ୍ଙ୍କର ସତୁରି ଜଣ ପୁତ୍ରଙ୍କୁ ହତ୍ୟା କଲେ, ଯେଉଁମାନେ ତାଙ୍କର ନିଜର ଭାଇ ଥିଲେ। ଶିଖିମର ନେତୃବର୍ଗ ଇସ୍ରାଏଲର ଭୁଲ୍ କାର୍ଯ୍ୟ କରିବାରେ ସମର୍ଥନ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ଯିରୁବ୍ବାଲ୍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଯେପରି ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍, ତାହା ଉପରେ ଓ ଭ୍ରାତୃବଧରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଗଣ ଉପରେ ସେହି ରକ୍ତପାତର ଅପରାଧ ଯେପରି ବର୍ତ୍ତେ, Viz kapitolaଓଡିଆ ବାଇବେଲ23 ପରମେଶ୍ୱର ଅବୀମେଲକ୍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍ ପ୍ରତି ବିଶ୍ୱାସଘାତକତା କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରମେଶ୍ୱର ଅବୀମେଲକ୍ ଓ ଶିଖିମ ନିବାସୀ ଲୋକମାନଙ୍କ ମଧ୍ୟରେ ମନ୍ଦ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକମାନେ ଅବୀମେଲକ୍ ପ୍ରତି ବିଶ୍ୱାସଘାତକତା କଲେ, Viz kapitola |