Online Bible

- Reklamy -




ବିଚାରକର୍ତ୍ତା 9:24 - ପବିତ୍ର ବାଇବଲ

24 ସେଥିପାଇଁ ପରମେଶ୍ୱର ଅବୀମେଲକ୍ ଓ ଶିଖିମର ନେତୃବର୍ଗମାନଙ୍କ ମଧ୍ୟରେ ସମସ୍ୟା ସୃଷ୍ଟି କଲେ। ସେଥିପାଇଁ ଶିଖିମର ନେତୃବର୍ଗମାନେ ଅବୀମେଲକ୍ ବିରୁଦ୍ଧରେ ଯୋଜନା ଆରମ୍ଭ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଥିପାଇଁ ପରମେଶ୍ଵର ଅବୀମେଲକ୍ ଓ ଶିଖିମ ନିବାସୀ ଲୋକଗଣ ମଧ୍ୟରେ ଦୁଷ୍ଟ ଆତ୍ମା ପଠାଇଲେ, ତହିଁରେ ଶିଖିମ ନିବାସୀ ଲୋକଗଣ ଅବୀମେଲକ୍ ପ୍ରତି ବିଶ୍ଵାସଘାତକତା କଲେ।

Viz kapitola kopírovat

ଓଡିଆ ବାଇବେଲ

24 ଯେପରି ଯିରୁବ୍ବାଲ୍‍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍‍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେପରି ଯିରୁବ୍ବାଲ୍‍ର ସତୁରି ପୁତ୍ରଙ୍କ ପ୍ରତି ନିଷ୍ଠୁରତାର ପ୍ରତିଫଳ ଘଟେ ଓ ସେମାନଙ୍କୁ ବଧ କରିଥିଲା ଯେ ସେମାନଙ୍କ ଭାଇ ଅବୀମେଲକ୍‍ ଉପରେ ଏବଂ ଭାଇମାନଙ୍କୁ ବଧ କରିବାରେ ତାହାର ସାହାଯ୍ୟକାରୀ ଶିଖିମ ନିବାସୀ ଲୋକଙ୍କ ଉପରେ ସେହି ରକ୍ତପାତର ଅପରାଧ ବର୍ତ୍ତେ।

Viz kapitola kopírovat




ବିଚାରକର୍ତ୍ତା 9:24

Následuj nás:

Reklamy


Reklamy