Online Bible

- Reklamy -




ବିଚାରକର୍ତ୍ତା 9:25 - ପବିତ୍ର ବାଇବଲ

25 ଶିଖିମର ନେତୃବର୍ଗମାନେ ପର୍ବତ ଶୃଙ୍ଗ ଉପରେ ଗୁପ୍ତ ସୈନ୍ୟ ଛାଉଣି ନିର୍ମାଣ କଲେ। ସେମାନେ ସେହି ବାଟ ଦେଇ ଯାଉଥିବା ସମସ୍ତଙ୍କୁ ଲୁଟ୍ କଲେ। ଅବୀମେଲକ୍ ଏହି ସମସ୍ତ ସମ୍ବାଦ ଶୁଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହା ସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍ ତହିଁର ସମ୍ଵାଦ ପାଇଲା।

Viz kapitola kopírovat

ଓଡିଆ ବାଇବେଲ

25 ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହା ସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍‍ ତହିଁର ସମ୍ବାଦ ପାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଶିଖିମ ନିବାସୀ ଲୋକଗଣ ତାହା ଲାଗି ପର୍ବତ ଶୃଙ୍ଗମାନଙ୍କରେ ଲୋକମାନଙ୍କୁ ଗୋପନରେ ଛକି ବସାଇଲେ, ତହିଁରେ ସେମାନଙ୍କ ନିକଟ ଦେଇ ସେହି ବାଟେ ଯାହା କିଛି ଗଲା, ତାହାସବୁ ସେମାନେ ଲୁଟ କଲେ; ପୁଣି ଅବୀମେଲକ୍‍ ତହିଁର ସମ୍ବାଦ ପାଇଲା।

Viz kapitola kopírovat




ବିଚାରକର୍ତ୍ତା 9:25

Následuj nás:

Reklamy


Reklamy