Online Bible

- Reklamy -




ବିଚାରକର୍ତ୍ତା 9:26 - ପବିତ୍ର ବାଇବଲ

26 ଏବଦର ପୁତ୍ର ଗାଲ୍ ନିଜର ଭାଇମାନଙ୍କୁ ସାଙ୍ଗରେ ନେଇ ଶିଖିମକୁ ଗଲା। ଶିଖିମର ନେତୃବର୍ଗମାନେ ତାଙ୍କ ଉପରେ ବିଶ୍ୱାସ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଅନନ୍ତର ଏବଦର ପୁତ୍ର ଗାଲ୍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

26 ଏଥିଉତ୍ତାରେ ଏବଦର ପୁତ୍ର ଗାଲ୍‍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ଏବଦର ପୁତ୍ର ଗାଲ୍‍ ଆପଣା ଭାଇମାନଙ୍କୁ ସଙ୍ଗେ ନେଇ ଶିଖିମକୁ ଗଲା, ପୁଣି ଶିଖିମ ନିବାସୀ ଲୋକମାନେ ତାହା ଉପରେ ନିର୍ଭର ରଖିଲେ।

Viz kapitola kopírovat




ବିଚାରକର୍ତ୍ତା 9:26

Následuj nás:

Reklamy


Reklamy