ବିଚାରକର୍ତ୍ତା 9:27 - ପବିତ୍ର ବାଇବଲ27 ଶିଖିମର ଲୋକମାନେ ସେମାନଙ୍କର ନିଜ କ୍ଷେତ୍ରରୁ ଦ୍ରାକ୍ଷାଫଳ ତୋଳିଲେ। ଦ୍ରାକ୍ଷାରସ ତିଆରି କରିବାକୁ ଦ୍ରାକ୍ଷାଫଳକୁ ସେମାନେ ଚିପୁଡ଼ିଲେ। ତା'ପରେ ସେମାନେ ସେମାନଙ୍କ ଦେବତାଙ୍କର ମନ୍ଦିରକୁ ଉତ୍ସବ ପାଳନ କରିବାକୁ ଗଲେ। ସେଠାରେ ସେମାନେ ନୈଶ ଭୋଜନ ଓ ପାନ କଲେ ଓ ଅବୀମେଲକକୁ ଶାପ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ ସେମାନେ କ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ। Viz kapitolaଓଡିଆ ବାଇବେଲ27 ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ। Viz kapitola |