ବିଚାରକର୍ତ୍ତା 9:28 - ପବିତ୍ର ବାଇବଲ28 ଏଥିରେ ଏବଦର ପୁତ୍ର ଗାଲ୍ କହିଲା, “ଆମ୍ଭେ ହେଉଛୁ ଶିଖିମ ନିବାସୀ, ଆମ୍ଭେ କାହିଁକି ଅବୀମେଲକକୁ ମାନିବୁ? ସେ କିଏ? ଆମେ କାହିଁକି ତାକୁ ମାନିବା? ଏହା ସତ୍ୟ ଅବୀମେଲକ୍ ହେଇଛି ଯିରୁବ୍ବାଲ୍ର ପୁତ୍ର, ନୁହେଁ କି? ଏବଂ ଅବୀମେଲକ୍ ସବୂଲକୁ ତା'ର ଅଧିକାରୀ କଲା, ନୁହେଁ କି? ଆମ୍ଭେ ଶିଖିମର ପିତା ହମୋରର ଲୋକମାନଙ୍କର ସେବା କରିବା ଉଚିତ୍। କିନ୍ତୁ ଆମ୍ଭେ କାହିଁକି ଅବୀମେଲକର ସେବା କରିବୁ? Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ଏବଦର ପୁତ୍ର ଗାଲ୍ କହିଲା, ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ? ଓ ସବୂଲ୍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କିହେତୁ ଆମ୍ଭେମାନେ ତାହାର ସେବା କରିବୁ? Viz kapitolaଓଡିଆ ବାଇବେଲ28 ତହିଁରେ ଏବଦର ପୁତ୍ର ଗାଲ୍ କହିଲା, ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ ? ଓ ସବୂଲ୍ କି ତାହାର ସେନାପତି ନୁହେଁ ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ଏବଦର ପୁତ୍ର ଗାଲ୍ କହିଲା, “ଅବୀମେଲକ୍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍ର ପୁତ୍ର ନୁହେଁ? ଓ ସବୂଲ୍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ? Viz kapitola |