ବିଚାରକର୍ତ୍ତା 9:29 - ପବିତ୍ର ବାଇବଲ29 ତୁମ୍ଭେ ଯଦି ମୋତେ ତୁମ୍ଭର ଆଦେଶକାରୀ କର, ମୁଁ ଅବୀମେଲକକୁ ବିନଷ୍ଟ କରିଥା’ନ୍ତି। ମୁଁ ତାଙ୍କୁ କହନ୍ତି, ‘ତୁମେ ତୁମ୍ଭର ସୈନ୍ୟକୁ ପ୍ରସ୍ତୁତ କର ଏବଂ ଯୁଦ୍ଧ କରିବାକୁ ବାହାରି ଆସ।’” Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ। Viz kapitolaଓଡିଆ ବାଇବେଲ29 ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ। ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଃ, ଏହି ଲୋକମାନେ ଯେବେ ମୋର ହସ୍ତଗତ ହୁଅନ୍ତେ! ତେବେ ଆମ୍ଭେ ଅବୀମେଲକ୍କୁ ଦୂର କରି ଦିଅନ୍ତୁ।” ପୁଣି ସେ ଅବୀମେଲକ୍କୁ ଲକ୍ଷ୍ୟ କରି କହିଲା, “ତୁମ୍ଭେ ଆପଣା ସୈନ୍ୟ ବଢ଼ାଇ ବାହାରକୁ ଆସ।” Viz kapitola |