ବିଚାରକର୍ତ୍ତା 9:30 - ପବିତ୍ର ବାଇବଲ30 ସବୂଲ୍ ଥିଲା ଶିଖିମ ନଗରର ନେତା। ସବୂଲ୍ ଜାଣିବାକୁ ପାଇଲା ଯେ, ଏବଦର ପୁତ୍ର ଗାଲ୍ ଯାହା କହିଥିଲା ଏବଂ ଏ କଥାରେ ସେ କ୍ରୋଧାନ୍ୱିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏବଦର ପୁତ୍ର ଗାଲ୍ର ଏ କଥା ନଗରର ଅଧିପତି ସବୂଲ୍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ଵଳିତ ହେଲା। Viz kapitolaଓଡିଆ ବାଇବେଲ30 ଏବଦର ପୁତ୍ର ଗାଲ୍ର ଏ କଥା ନଗରର ଅଧିପତି ସବୂଲ୍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ୱଳିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏବଦର ପୁତ୍ର ଗାଲ୍ର ଏ କଥା ନଗରର ଅଧିପତି ସବୂଲ୍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ୱଳିତ ହେଲା। Viz kapitola |