ବିଚାରକର୍ତ୍ତା 9:31 - ପବିତ୍ର ବାଇବଲ31 ସବୂଲ୍ ଅରୁମାହରେ ଅବୀମେଲକ୍ ନିକଟକୁ ଦୂତ ପଠାଇଲେ ଏବଂ ସେମାନେ କହିଲେ, “ଏବଦର ପୁତ୍ର ଗାଲ୍ ଓ ତାହାର ଭାଇମାନେ ଶିଖିମକୁ ଆସିଛନ୍ତି। ସେମାନେ ସମସ୍ତ ସହରକୁ ତୁମ୍ଭ ବିରୁଦ୍ଧରେ ଯିବା ପାଇଁ ପ୍ରବର୍ତ୍ତାଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି ସେ ଛଳରେ ଅବୀମେଲକ୍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, ଦେଖ, ଏବଦର ପୁତ୍ର ଗାଲ୍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି। Viz kapitolaଓଡିଆ ବାଇବେଲ31 ପୁଣି ସେ ଛଳରେ ଅବୀମେଲକ୍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, ଦେଖ, ଏବଦର ପୁତ୍ର ଗାଲ୍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି ସେ ଛଳରେ ଅବୀମେଲକ୍ ନିକଟକୁ ଦୂତମାନଙ୍କୁ ପଠାଇ କହିଲା, “ଦେଖ, ଏବଦର ପୁତ୍ର ଗାଲ୍ ଓ ତାହାର ଭାଇମାନେ ଶିଖିମକୁ ଆସିଅଛନ୍ତି; ଆଉ ଦେଖ, ସେମାନେ ତୁମ୍ଭ ବିରୁଦ୍ଧରେ ନଗରରେ କୁପ୍ରବୃତ୍ତି ଦେଉଅଛନ୍ତି। Viz kapitola |