ବିଚାରକର୍ତ୍ତା 9:34 - ପବିତ୍ର ବାଇବଲ34 ତେଣୁ ଅବୀମେଲକ୍ ଏବଂ ତା'ର ସୈନ୍ୟମାନେ ରାତ୍ରିରେ ଉଠି ନଗରକୁ ଗଲେ। ସେହି ସୈନ୍ୟମାନେ ଗ୍ଭରିଟି ଦଳରେ ଭାଗ ହେଲେ ଏବଂ ସେମାନେ ଶିଖିମ ନଗର ନିକଟରେ ଲୁଚି ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ଏଥିରେ ଅବୀମେଲକ୍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ପ୍ରତିକୂଳରେ ଛକି ବସିଲେ। Viz kapitolaଓଡିଆ ବାଇବେଲ34 ଏଥିରେ ଅବୀମେଲକ୍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଥିରେ ଅବୀମେଲକ୍ ଓ ତାହାର ସଙ୍ଗୀ ସମସ୍ତେ ରାତ୍ରିରେ ଉଠି ଚାରିଦଳ ହୋଇ ଶିଖିମ ବିରୁଦ୍ଧରେ ଛକି ବସିଲେ। Viz kapitola |