ବିଚାରକର୍ତ୍ତା 9:35 - ପବିତ୍ର ବାଇବଲ35 ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ପ୍ରବେଶ ଦ୍ୱାରରେ ଛିଡ଼ା ହେଲା ଓ ଅବୀମେଲକ୍ ଓ ତା'ର ଲୋକମାନେ ଲୁଚିଥିବା ସ୍ଥାନରୁ ବାହାରି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ଦ୍ଵାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ। Viz kapitolaଓଡିଆ ବାଇବେଲ35 ପୁଣି ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗର ଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି ଏବଦର ପୁତ୍ର ଗାଲ୍ ବାହାରେ ଯାଇ ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହେଲା; ଆଉ ଅବୀମେଲକ୍ ଓ ତାହାର ସଙ୍ଗୀ ଲୋକମାନେ ଛକିବା ସ୍ଥାନରୁ ଉଠିଲେ। Viz kapitola |