Online Bible

- Reklamy -




ବିଚାରକର୍ତ୍ତା 9:37 - ପବିତ୍ର ବାଇବଲ

37 କିନ୍ତୁ ଗାଲ୍ ପୁଣି କହିଲା, “ଦେଖ କେତେକ ଲୋକ ନାଭେଲ ଭୂମିରୁ ଓହ୍ଲାଇ ଆସୁଛନ୍ତି। ଆଉ ଏକ ଦଳ ମିଓନିର୍ନମ ଅଲୋନବୃକ୍ଷର ପଥଦେଇ ଆସୁଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଏଉତ୍ତାରେ ଗାଲ୍ ପୁନର୍ବାର କହିଲା, ଦେଖ, ଲୋକମାନେ ଦେଶ ମଧ୍ୟ ଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

37 ଏଥିଉତ୍ତାରେ ଗାଲ୍‍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟ ଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ୍‍ ବୃକ୍ଷର ପଥ ଦେଇ ଆସୁଅଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏଥିଉତ୍ତାରେ ଗାଲ୍‍ ପୁନର୍ବାର କହିଲା, “ଦେଖ, ଲୋକମାନେ ଦେଶ ମଧ୍ୟଦେଇ ଓହ୍ଲାଇ ଆସୁଅଛନ୍ତି, ଆଉ ଏକ ଦଳ ମିଓନିନିମ ଅଲୋନ ବୃକ୍ଷର ପଥ ଦେଇ ଆସୁଅଛନ୍ତି।”

Viz kapitola kopírovat




ବିଚାରକର୍ତ୍ତା 9:37

Následuj nás:

Reklamy


Reklamy