Online Bible

- Reklamy -




ବିଚାରକର୍ତ୍ତା 9:44 - ପବିତ୍ର ବାଇବଲ

44 ପୁଣି ଅବୀମେଲକ୍ ତା'ର ଦଳ ପ୍ରବେଶ ଫାଟକ ସମ୍ମୁଖରେ ଛିଡ଼ା ହେଲେ। ଏବଂ ଅନ୍ୟ ଦୁଇଦଳ ବାହାରକୁ ଦୌଡ଼ିଲେ ଏବଂ କ୍ଷେତରେ ଥିବା ସମସ୍ତ ଲୋକଙ୍କୁ ହତ୍ୟା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

44 ପୁଣି ଅବୀମେଲକ୍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ଵାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

44 ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି ଅବୀମେଲକ୍‍ ଓ ତାହାର ସଙ୍ଗୀଦଳ ଶୀଘ୍ର ଆକ୍ରମଣ କରି ନଗରଦ୍ୱାର-ପ୍ରବେଶ ସ୍ଥାନରେ ଠିଆ ହୋଇ ରହିଲେ ଓ ଅନ୍ୟ ଦୁଇ ଦଳ କ୍ଷେତ୍ରସ୍ଥିତ ସମସ୍ତ ଲୋକଙ୍କୁ ଆକ୍ରମଣ କରି ବଧ କଲେ।

Viz kapitola kopírovat




ବିଚାରକର୍ତ୍ତା 9:44

Následuj nás:

Reklamy


Reklamy