ବିଚାରକର୍ତ୍ତା 9:45 - ପବିତ୍ର ବାଇବଲ45 ଅବୀମେଲକ୍ ସେହି ଦିନ ଯାକ ନଗର ବିରୁଦ୍ଧରେ ଯୁଦ୍ଧ କଲେ ଓ ନଗର ହସ୍ତଗତ କରି ନଗରରେ ବସବାସ କରୁଥିବା ଲୋକମାନଙ୍କୁ ହତ୍ୟା କଲେ। ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ଗ୍ଭଷ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ପୁଣି ଅବୀମେଲକ୍ ସେହି ଦିନଯାକ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା। Viz kapitolaଓଡିଆ ବାଇବେଲ45 ପୁଣି ଅବୀମେଲକ୍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ପୁଣି ଅବୀମେଲକ୍ ସେହି ସାରାଦିନ ନଗର ବିରୁଦ୍ଧରେ ଯୁଦ୍ଧ କଲା ଓ ନଗର ହସ୍ତଗତ କରି ତହିଁ ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବଧ କଲା; ପୁଣି ସେ ନଗରକୁ ସମଭୂମି କରି ତହିଁ ଉପରେ ଲବଣ ବୁଣିଲା। Viz kapitola |