ବିଚାରକର୍ତ୍ତା 9:56 - ପବିତ୍ର ବାଇବଲ56 ଏହିପରି ଅବୀମେଲକ୍ ନିଜର ସତୁରି ଭାଇଙ୍କୁ ହତ୍ୟାକରି ନିଜର ପିତା ବିରୁଦ୍ଧରେ ଯେଉଁ ପାପ କରିଥିଲେ, ସେଥିପାଇଁ ସଦାପ୍ରଭୁ ପରମେଶ୍ୱର ଅବୀମେଲକକୁ ଯଥାର୍ଥ ଦଣ୍ତ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)56 ଏହିରୂପ ଅବିମେଲକ୍ ଆପଣାର ସତୁରି ଭାଇଙ୍କି ବଧ କରି ଆପଣା ପିତା ବିରୁଦ୍ଧରେ ଯେଉଁ ଦୁଷ୍କର୍ମ କରିଥିଲା, ପରମେଶ୍ଵର ତହିଁର ପ୍ରତିଫଳ ତାହାକୁ ଦେଲେ; Viz kapitolaଓଡିଆ ବାଇବେଲ56 ଏହିରୂପେ ଅବୀମେଲକ୍ ଆପଣାର ସତୁରି ଭାଇଙ୍କୁ ବଧ କରି ଆପଣା ପିତା ବିରୁଦ୍ଧରେ ଯେଉଁ ଦୁଷ୍କର୍ମ କରିଥିଲା, ପରମେଶ୍ୱର ତହିଁର ପ୍ରତିଫଳ ତାହାକୁ ଦେଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ଏହିରୂପେ ଅବୀମେଲକ୍ ଆପଣାର ସତୁରି ଭାଇଙ୍କୁ ବଧ କରି ଆପଣା ପିତା ବିରୁଦ୍ଧରେ ଯେଉଁ ଦୁଷ୍କର୍ମ କରିଥିଲା, ପରମେଶ୍ୱର ତହିଁର ପ୍ରତିଫଳ ତାହାକୁ ଦେଲେ; Viz kapitola |