Online Bible

- Reklamy -




ବିଚାରକର୍ତ୍ତା 9:6 - ପବିତ୍ର ବାଇବଲ

6 ଶିଖିମର ନେତୃବର୍ଗମାନେ ଓ ମିଲ୍ଲୋ ଗୃହ ନିବାସୀଗଣ ଏକତ୍ରିତ ହେଲେ। ସେହି ସମସ୍ତ ଲୋକମାନେ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନବୃକ୍ଷମୂଳରେ ଅବୀମେଲକକୁ ସେମାନଙ୍କର ରାଜା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇ ଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍କୁ ରାଜା କଲେ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇ ଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ୍‍ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଶିଖିମ ନିବାସୀ ଲୋକମାନେ ଓ ମିଲ୍ଲୋ ନିବାସୀ ସମସ୍ତେ ଏକତ୍ରିତ ହୋଇଯାଇ ଶିଖିମରେ ଥିବା ସ୍ତମ୍ଭ ନିକଟସ୍ଥ ଅଲୋନ ବୃକ୍ଷ ମୂଳରେ ଅବୀମେଲକ୍‍କୁ ରାଜା କଲେ।

Viz kapitola kopírovat




ବିଚାରକର୍ତ୍ତା 9:6

Následuj nás:

Reklamy


Reklamy