ବିଚାରକର୍ତ୍ତା 9:7 - ପବିତ୍ର ବାଇବଲ7 ଯୋଥମ୍ ଜାଣିବାକୁ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖିମର ନେତୃବର୍ଗ ଅବୀମେଲକକୁ ସେମାନଙ୍କର ରାଜା କରିଛନ୍ତି। ଏ କଥା ଶୁଣି ସେ ଗରିଷୀମ ପର୍ବତ ଉପରେ ଠିଆ ହୋଇ ଲୋକମାନଙ୍କୁ ଉଚ୍ଚସ୍ୱରରେ କହିଲେ, ତୁମ୍ଭେ ଶିଖିମ ନଗରର ନେତୃବର୍ଗଗଣ, “ମୋ’ କଥା ଶୁଣ, ତା'ପରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହୁଁ ଲୋକମାନେ ଯୋଥମକୁ ଏହି ସମ୍ଵାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ଵରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ଵର ତୁମ୍ଭମାନଙ୍କ କଥା ଶୁଣିବେ। Viz kapitolaଓଡିଆ ବାଇବେଲ7 ତହୁଁ ଲୋକମାନେ ଯୋଥମ୍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ଲୋକମାନେ ଯୋଥମ୍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ। Viz kapitola |