ଯିରିମୀୟ 10:21 - ପବିତ୍ର ବାଇବଲ21 କାରଣ ପାଳକଗଣ ପଶୁବତ୍ ନିର୍ବୋଧ ହୋଇଅଛନ୍ତି, ସେମାନେ, ସଦାପ୍ରଭୁ କ’ଣ ଗ୍ଭହୁଁଛନ୍ତି, ତାହା ଜାଣିବା ପାଇଁ ଚେଷ୍ଟା କରନ୍ତି ନାହିଁ। ସେଥିପାଇଁ ସେମାନେ ଉନ୍ନତି କରୁ ନାହାନ୍ତି ଏବଂ ସେମାନଙ୍କର ପିଲାସବୁ ଛିନ୍ନଭିନ୍ନ ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ21 କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି। Viz kapitola |