ଯିରିମୀୟ 11:15 - ପବିତ୍ର ବାଇବଲ15 “ଆମ୍ଭ ଗୃହରେ ଆମ୍ଭ ପ୍ରିୟ ଯିହୁଦାର କି କାର୍ଯ୍ୟ? କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ୟଭିଗ୍ଭର କରିଅଛି। ହେ ଯିହୁଦା, ତୁମ୍ଭେ କ’ଣ ଭାବିଛ ତୁମ୍ଭର ସ୍ୱତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ୱଂସରୁ ରକ୍ଷା କରିବ? ତୁମ୍ଭେ କ’ଣ ଚିନ୍ତା କରିଛ ହୋମବଳି ଦ୍ୱାରା ତୁମ୍ଭ ମନ୍ଦକର୍ମର ଶାସ୍ତିରୁ ଉଦ୍ଧାର ପାଇବ?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକର ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି , ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Viz kapitolaଓଡିଆ ବାଇବେଲ15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ। Viz kapitola |