ଯିରିମୀୟ 12:12 - ପବିତ୍ର ବାଇବଲ12 ଧ୍ୱଂସକାରୀଗଣ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରି ସକଳର ଉପରକୁ ଆସିଅଛନ୍ତି। କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି। କୌଣସି ପ୍ରାଣୀ ନିରାପଦ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଧ୍ଵଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଛନ୍ତି; କୌଣସି ପ୍ରାଣୀର ଶାନ୍ତି ନାହିଁ। Viz kapitolaଓଡିଆ ବାଇବେଲ12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ। Viz kapitola |