ଯିରିମୀୟ 13:14 - ପବିତ୍ର ବାଇବଲ14 ପୁଣି ଆମ୍ଭେ ସେମାନଙ୍କର ଜଣକୁ ଅନ୍ୟ ଜଣ ଉପରେ କଗ୍ଭଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପରେ ଏକ ସଙ୍ଗେ କଗ୍ଭଡ଼ିବା।”’ ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ସେମାନଙ୍କ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦେଖାଇ ସେମାନଙ୍କୁ ବିନଷ୍ଟ କରିବା।”’ Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା। Viz kapitolaଓଡିଆ ବାଇବେଲ14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’” Viz kapitola |