ଯିରିମୀୟ 13:25 - ପବିତ୍ର ବାଇବଲ25 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭେମାନେ ମୋତେ ପାଶୋରିଲ ଓ ମିଥ୍ୟା ଦେବଗଣରେ ବିଶ୍ୱାସ କଲ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ଵାସ କରିଅଛ। Viz kapitolaଓଡିଆ ବାଇବେଲ25 ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ। Viz kapitola |