ଯିରିମୀୟ 13:7 - ପବିତ୍ର ବାଇବଲ7 ତେଣୁ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଥର ତଳ ଖୋଳି ଲୁଗ୍ଭଇ ରଖିଥିବା ପଟୁକା କାଢ଼ିଲି। ଆଉ ଦେଖ! ତାହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା, ତାହା ପିନ୍ଧିବା ଯୋଗ୍ୟ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ। Viz kapitolaଓଡିଆ ବାଇବେଲ7 ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ। Viz kapitola |