Online Bible

- Reklamy -




ଯିରିମୀୟ 15:15 - ପବିତ୍ର ବାଇବଲ

15 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଛ; ମୋତେ ସ୍ମରଣ କର ଓ ମୋର ତତ୍ତ୍ୱ ନିଅ। ଆଉ ମୋର ତାଡ଼ନାକାରୀଙ୍କୁ ଦଣ୍ଡ ଦିଅ। ତୁମ୍ଭେ ଅତ୍ୟନ୍ତ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ। ତେଣୁ ମୋତେ ସଂହାର କର ନାହିଁ। ମୁଁ ତୁମ୍ଭ ପାଇଁ କଷ୍ଟ ପାଇଛି, ଏହା ତୁମ୍ଭେ ଜ୍ଞାତ ହୁଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ଵାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି , ଏହା ଜ୍ଞାତ ହୁଅ।

Viz kapitola kopírovat

ଓଡିଆ ବାଇବେଲ

15 ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।

Viz kapitola kopírovat




ଯିରିମୀୟ 15:15

Následuj nás:

Reklamy


Reklamy