ଯିରିମୀୟ 16:11 - ପବିତ୍ର ବାଇବଲ11 ତୁମ୍ଭେ ସେମାନଙ୍କୁ ଉତ୍ତରରେ କହିବ, ସଦାପ୍ରଭୁ କହନ୍ତି, ‘ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି।’ ପୁଣି ‘ଅନ୍ୟ ଦେବତାମାନଙ୍କର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି; Viz kapitolaଓଡିଆ ବାଇବେଲ11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। Viz kapitola |