ଯିରିମୀୟ 16:14 - ପବିତ୍ର ବାଇବଲ14 “ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିଶର ଦେଶରୁ ବାହାର କରି ଆଣିଲେ,’ ସେହି ସମୟ ଆସୁଛି।” ସେହି ଜୀବିତ ସଦାପ୍ରଭୁଙ୍କ ବିଷୟରେ, “ଲୋକମାନେ ଏହି କଥା କହିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ; Viz kapitolaଓଡିଆ ବାଇବେଲ14 ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ,” ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ‘ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’ Viz kapitola |