ଯିରିମୀୟ 16:21 - ପବିତ୍ର ବାଇବଲ21 ସଦାପ୍ରଭୁ କହନ୍ତି, “ତେଣୁ ଆମ୍ଭେ ସେମାନଙ୍କୁ ଜଣାଇବା। ବର୍ତ୍ତମାନରୁ ସେମାନଙ୍କୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା। ତାହାହେଲେ ଆମ୍ଭର ନାମ ଯେ ସଦାପ୍ରଭୁ ଏହା ସେମାନେ ଜାଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ। Viz kapitolaଓଡିଆ ବାଇବେଲ21 ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 “ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।” Viz kapitola |